ଆଜିର ରାଶିଫଳ; 17 ସେପ୍ଟେମ୍ବର 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ବୃଷ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।|

ମିଥୁନ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।|

କର୍କଟ

ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।|

ସିଂହ

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।|

କନ୍ୟା

ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।|

ତୁଳା

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ|

ବିଛା

ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ ।|

ଧନୁ

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।|

ମକର

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।|

କୁମ୍ଭ

ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।|

ମୀନ

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।|